ଆଜି ୫ ଘଣ୍ଟା ପାଇଁ ମହାପ୍ରଭୁଙ୍କ ଦର୍ଶନ ବନ୍ଦ

Apr 21, 2025 - 22:42
 59

ପୁରୀ: ଆଜି ପୁରୀ ଶ୍ରୀମନ୍ଦିରରେ ୫ ଘଣ୍ଟା ପାଇଁ ବନ୍ଦ ରହିବ ଶ୍ରୀଜିଉଙ୍କ ସାଧାରଣ ଦର୍ଶନ। ଅପରାହ୍ନ ୫ଟାରୁ ରାତି ୧୦ଟା ଯାଏ ଦର୍ଶନ ବନ୍ଦ। ମହାପ୍ରଭୁଙ୍କ ପଇତା ଲାଗି ନୀତି ପାଇଁ ବନ୍ଦ ରହିବ ଦର୍ଶନ। ଏହା ଏକ ଗୁପ୍ତ ନୀତି ହୋଇଥିବାରୁ ବନ୍ଦ ରହିବ ଦର୍ଶନ। ଗୁପ୍ତ ନୀତି ହୋଇଥିବାରୁ ବନ୍ଦ ରହିବ ଜୟବିଜୟ ଦ୍ଵାର।