ଆଜି ଶ୍ରୀମନ୍ଦିରରେ ୫ ଘଣ୍ଟା ଦର୍ଶନ ବନ୍ଦ

Apr 23, 2025 - 16:20
 7

ପୁରୀ: ଆଜି ପୁରୀ ଶ୍ରୀମନ୍ଦିରରେ ଅନୁଷ୍ଠିତ ହେବ ବିଗ୍ରହଙ୍କ ବନକଲାଗି ନୀତି I ଅପରାହ୍ନ ୫ଟାରୁ ରାତ୍ର ୧୦ଟା ପର୍ଯ୍ୟନ୍ତ ଦର୍ଶନ ବନ୍ଦ I ଦତ୍ତମହାପାତ୍ର ସେବକ ମହାପ୍ରଭୁଙ୍କର ବନକଲାଗି ନୀତି କରିବେ I ପ୍ରାକୃତିକ ରଙ୍ଗରେ ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର କରାଯିବ I