ଭୁବନେଶ୍ବରରେ ରହୁଥିବା ପାକିସ୍ତାନୀ ମହିଳାଙ୍କୁ ନୋଟିସ୍

Apr 26, 2025 - 23:18
 3

ଭୁବନେଶ୍ୱର: ଭୁବନେଶ୍ବରରେ ଅଛନ୍ତି ଜଣେ ପାକିସ୍ତାନୀ ମହିଳା। ଦୀର୍ଘମିଆଦି ଭିସାରେ ୨୦୦୮ରୁ ଭୁବନେଶ୍ବରରେ ରହୁଛନ୍ତି। ତୁରନ୍ତ ପାକିସ୍ତାନ ଫେରିଯିବାକୁ କମିଶନରେଟ୍ ପୋଲିସ ପକ୍ଷରୁ ନୋଟିସ୍ ଜାରି କରାଯାଇଛି। ୨୦୨୪ରେ ମହିଳାଙ୍କ ଭିସା ଅବଧି ଶେଷ ହୋଇଯାଇଛି। ପାକିସ୍ତାନରେ ରହୁଥିବା ଭାରତୀୟଙ୍କୁ ତୁରନ୍ତ ଘରକୁ ଫେରିଆସିବାକୁ ନିବେଦନ କରିଛନ୍ତି ଭାରତ ସରକାର।