ଯୁକ୍ତ ଦୁଇ ନାମଲେଖା ପାଇଁ ଆବେଦନ ପ୍ରକ୍ରିୟା ଆରମ୍ଭ

plus2 admission 2023

May 29, 2023 - 06:19
Aug 24, 2023 - 14:03
 14
ଯୁକ୍ତ ଦୁଇ ନାମଲେଖା ପାଇଁ ଆବେଦନ ପ୍ରକ୍ରିୟା ଆରମ୍ଭ

ଭୁବନେଶ୍ୱର : ଆଜିଠୁ ଆରମ୍ଭ ହେଲା ଯୁକ୍ତ ଦୁଇ ନାମଲେଖା ପାଇଁ ଆବେଦନ । ସାମ୍ସ ପୋର୍ଟାଲ ମାଧ୍ୟମ ରେ କରିହେବ ଆବେଦନ। । ଯୁକ୍ତ ଦୁଇ ପ୍ରଥମ ବର୍ଷ ଆଡ଼ମିଶନ ପାଇଁ ଛାତ୍ରଛାତ୍ରୀ କରିପାରିବେ ଆବେଦନ । ଛାତ୍ରଛାତ୍ରୀମାନେ ଆସନ୍ତା ଜୁନ ୨୦ ଯାଏ ଆବେଦନ କରିପାରିବେ ।

୨୮ ଜୁନରେ ପ୍ରଥମ ମେଧା ତାଲିକା ପ୍ରକାଶ ପାଇବ । ଏଥର ସ୍ପଟ୍ ଆଡ଼ମିଶନରେ ସ୍ୱଚ୍ଛତା ପାଇଁ ଅନ୍ ଲାଇନ୍ ଆବେଦନ ବ୍ୟବସ୍ଥା ଗ୍ରହଣ କରାଯାଇଛି । ୨୯ ଜୁଲାଇରୁ ଆରମ୍ଭ ହେବ ପ୍ରଥମ ବର୍ଷର ପାଠ ପଢା ।