5T ଓ ନବୀନ ଓଡ଼ିଶାର ଅଧ୍ୟକ୍ଷ ହେଲେ ଭି.କେ ପାଣ୍ଡିଆନ

Oct 24, 2023 - 05:28
 8
5T ଓ ନବୀନ ଓଡ଼ିଶାର ଅଧ୍ୟକ୍ଷ ହେଲେ ଭି.କେ ପାଣ୍ଡିଆନ

ଭୁବନେଶ୍ୱର: 5T ଓ ନବୀନ ଓଡ଼ିଶାର ଅଧ୍ୟକ୍ଷ ହେଲେ ଭି.କେ ପାଣ୍ଡିଆନ। ସ୍ବେଛାକୃତ ଅବସର ପରେ ପାଣ୍ଡିଆନଙ୍କୁ ମିଳିଲା ନୂଆ ଦାୟିତ୍ଵ। ମୁଖ୍ୟମନ୍ତ୍ରୀଙ୍କ ଅଧିନରେ କାମ କରିବେ ପାଣ୍ଡିଆନ।