ଓଡ଼ିଶା ବିଧାନସଭାର ବଜେଟ୍ ଅଧିବେଶନ ଆରମ୍ଭ

Feb 5, 2024 - 20:25
 51
ଓଡ଼ିଶା ବିଧାନସଭାର ବଜେଟ୍ ଅଧିବେଶନ ଆରମ୍ଭ

ଭୁବନେଶ୍ୱର: ଆଜି ଓଡ଼ିଶା ବିଧାନସଭାର ବଜେଟ୍ ଅଧିବେଶନ ଆରମ୍ଭ ହୋଇଛି। ପ୍ରାରମ୍ଭରେ ଦିବଂଗତ ପୂର୍ବତନ ସଦସ୍ୟ ଓ ସହୀଦ ଯବାନଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଲେ ରାଜ୍ୟପାଳ ରଘୁବର ଦାସ। ରାଜ୍ୟପାଳ ତାଙ୍କ ଅଭିଭାଷଣରେ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ପାଇଁ ରାଜ୍ୟ ସରକାରଙ୍କୁ ପ୍ରଶଂସା କରିବା ସହ ଲୋକଙ୍କ ସୁବିଧା ନିମନ୍ତେ ଶ୍ରୀଜଗନ୍ନାଥ ଏକ୍ସପ୍ରେସ ଆରମ୍ଭ ହୋଇଥିବା ଜଣାପଡ଼ିଛି। ଆସନ୍ତା ୮ ତାରିଖରେ ଆସିବ କାମଚଳା ବଜେଟ୍।