ମାର୍ଚ୍ଚ ୫ ରେ ଓଡ଼ିଶା ଆସିବେ ପ୍ରଧାନମନ୍ତ୍ରୀ ମୋଦି

Feb 29, 2024 - 12:51
 7

ଭୁବନେଶ୍ୱର: ମାର୍ଚ୍ଚ ୫ ତାରିଖରେ ଓଡ଼ିଶା ଆସିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ଯାଜପୁର ଜିଲ୍ଲା ଚଣ୍ଡିଖୋଲରେ ସାଧାରଣ ସଭାରେ ଯୋଗ ଦେବେ ପ୍ରଧାନମନ୍ତ୍ରୀ। କିଛି ପ୍ରକଳ୍ପର ଶିଳାନ୍ୟାସ କରିବେ ମୋଦୀ।