ନିର୍ବାଚନ ଆଚରଣବିଧି ଦୃଷ୍ଟିରୁ ବନ୍ଦ ରହିବ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି
ଭୁବନେଶ୍ବର : ଆଗାମୀ ଲୋକସଭା ଓ ବିଧାନସଭା ନିର୍ବାଚନ ପରିପ୍ରେକ୍ଷୀରେ ଆଦର୍ଶ ଆଚରଣବିଧି ଘୋଷଣା ହୋଇଛି। ନିର୍ବାଚନ ପ୍ରକିୟା ସମ୍ପୂର୍ଣ୍ଣ ହେଲା ପର୍ଯ୍ୟନ୍ତ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠରେ ଅଭିଯୋଗ ଶୁଣାଣି ବନ୍ଦ ରହିବ। ଗତକାଲି ଠାରୁ ନିର୍ବାଚନ ତାରିଖ ଘୋଷଣା ହେବା ସହ ଲାଗୁ ହୋଇଛି ଆଚରଣବିଧି।