ଓଡ଼ିଶାରେ ତୃତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ପ୍ରକାଶ ପାଇଲା ବିଜ୍ଞପ୍ତି
ଭୁବନେଶ୍ୱର: ଓଡ଼ିଶାରେ ତୃତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ବିଜ୍ଞପ୍ତି ପ୍ରକାଶ ପାଇଛି। ଆଜିଠୁ ୬ ମେ' ଯାଏଁ ହେବ ନାମାଙ୍କନ ଦାଖଲ। ୭ ମେ' ପ୍ରାର୍ଥୀପତ୍ର ଯାଞ୍ଚର ଶେଷ ତାରିଖ। ୯ ମେ' ପ୍ରାର୍ଥୀପତ୍ର ପ୍ରତ୍ୟାହାରର ଶେଷ ତାରିଖ। ଆସନ୍ତା ୨୫ ତାରିଖରେ ହେବ ଭୋଟ ଗ୍ରହଣ ।