ମେ ୬ ରେ ଓଡ଼ିଶା ଆସିବେ ପ୍ରଧାନମନ୍ତ୍ରୀ
ଭୁବନେଶ୍ୱର: ମେ' ୬ ତାରିଖରେ ଓଡ଼ିଶା ଆସୁଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ଗଞ୍ଜାମ ଜିଲ୍ଲା ବ୍ରହ୍ମପୁରରେ ବିଶାଳ ରୋଡ଼ ସୋ କରିବେ ପ୍ରଧାନମନ୍ତ୍ରୀ। ନବରଙ୍ଗପୁରରେ ସାଧାରଣ ସଭାରେ ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି। ଶାହା ଓ ନଡ୍ଡାଙ୍କ ଗସ୍ତ ପରେ ଆସୁଛନ୍ତି ମୋଦି।