ଓଡ଼ିଶାରେ ତୃତୀୟ ପର୍ଯ୍ୟାୟ ନିର୍ବାଚନ: ଭୋଟ ଦେଲେ ମୁଖ୍ୟ ନିର୍ବାଚନ ଅଧିକାରୀ

May 25, 2024 - 23:37
 9
ଓଡ଼ିଶାରେ ତୃତୀୟ ପର୍ଯ୍ୟାୟ ନିର୍ବାଚନ: ଭୋଟ ଦେଲେ ମୁଖ୍ୟ ନିର୍ବାଚନ ଅଧିକାରୀ

ଭୁବନେଶ୍ୱର: ଆଜି ଓଡ଼ିଶାରେ ତୃତୀୟ ପର୍ଯ୍ୟାୟ ନିର୍ବାଚନ। ସକାଳୁ ମତଦାନ କେନ୍ଦ୍ରରେ ପହଞ୍ଚି ଭୋଟ ଦେଲେ ମୁଖ୍ୟ ନିର୍ବାଚନ ଅଧିକାରୀ ନିକୁଞ୍ଜ ଧଳ। ସକାଳ ୭ଟାରୁ ଆରମ୍ଭ ହୋଇଛି ଭୋଟ ଗ୍ରହଣ।

୬ ଲୋକ ସଭା ଆସନ- ଭୁବନେଶ୍ୱର, କଟକ, ପୁରୀ, ସମ୍ବଲପୁର, ଢେଙ୍କାନାଳ ଓ କେନ୍ଦୁଝର ଏବଂ ଏହା ଅଧୀନରେ ଥିବା ୪୨ ବିଧାନସଭା ଆସନ ପାଇଁ ହେଇଛି ଭୋଟ ଗ୍ରହଣ।