ଜୁନ ୧୦ରେ ବିଜେପି ବିଧାୟକ ଦଳ ବୈଠକ

Jun 8, 2024 - 22:31
 41

ଭୁବନେଶ୍ୱର: ଜୁନ ୧୦ ତାରିଖ ସକାଳେ ବସିବ ବିଧାୟକ ଦଳ ବୈଠକ। ବୈଠକରେ ଓଡ଼ିଶା ମୁଖ୍ୟମନ୍ତ୍ରୀଙ୍କ ନାମ ଜଣାଇବେ କେନ୍ଦ୍ରୀୟ ପର୍ଯ୍ୟବେକ୍ଷକ। ବିଧାୟକ ଦଳର ସହମତି ପରେ ମୁଖ୍ୟମନ୍ତ୍ରୀ ନାମ ଘୋଷଣା କରାଯିବ। ସେହିଦିନ ସନ୍ଧ୍ୟାରେ ନୂଆ ମୁଖ୍ୟମନ୍ତ୍ରୀ ଶପଥ ଗ୍ରହଣ କରିବେ।