ମୋହନ ମାଝୀ ଓଡିଶାର ମୁଖ୍ୟମନ୍ତ୍ରୀ

Jun 11, 2024 - 20:06
 6
ମୋହନ ମାଝୀ ଓଡିଶାର ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ମୋହନ ମାଝୀ ହେଲେ ଓଡ଼ିଶାର ନୂଆ ମୁଖ୍ୟମନ୍ତ୍ରୀ। ପ୍ରଭାତୀ ପରିଡ଼ା ଓ କନକ ବର୍ଦ୍ଧନ ସିଂହଦେଓ ହେଲେ ଉପ ମୁଖ୍ୟମନ୍ତ୍ରୀ। ବିଜେପି ବିଧାୟକ ଦଳ ବୈଠକ ପରେ ଘୋଷଣା କଲେ ରାଜନାଥ ସିଂହ।