କୁଏତ ଅଗ୍ନିକାଣ୍ଡରେ ମୃତ୍ୟୁବରଣ କରିଥିବା ଦୁଇ ଓଡ଼ିଆଙ୍କ ମର ଶରୀର କୁ ଶ୍ରଦ୍ଧାଞ୍ଜଳି ଜଣାଇଲେ ଦୁଇ ଉପ ମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ ଏବଂ ପ୍ରଭାତି ପରିଡ଼ା

Jun 16, 2024 - 00:13
 8
କୁଏତ ଅଗ୍ନିକାଣ୍ଡରେ ମୃତ୍ୟୁବରଣ କରିଥିବା ଦୁଇ ଓଡ଼ିଆଙ୍କ ମର ଶରୀର କୁ ଶ୍ରଦ୍ଧାଞ୍ଜଳି ଜଣାଇଲେ ଦୁଇ ଉପ ମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ ଏବଂ ପ୍ରଭାତି ପରିଡ଼ା

ଭୁବନେଶ୍ଵର: କୁଏତ ଅଗ୍ନିକାଣ୍ଡରେ ମୃତ୍ୟୁବରଣ କରିଥିବା ଦୁଇ ଓଡ଼ିଆ ସନ୍ତୋଷ କୁମାର ଗୌଡ ଓ ମହମ୍ମଦ ଯହୁର୍ ଙ୍କ ମର ଶରୀର କୁ ଭୁବନେଶ୍ୱର ବିମାନବନ୍ଦର ରେ ଶ୍ରଦ୍ଧାଞ୍ଜଳି ଜଣାଉଛନ୍ତି ଦୁଇ ଉପ ମୁଖ୍ୟମନ୍ତ୍ରୀ ଶ୍ରୀ କନକ ବର୍ଦ୍ଧନ ସିଂହଦେଓ ଏବଂ ଶ୍ରୀମତୀ ପ୍ରଭାତି ପରିଡ଼ା। ମନ୍ତ୍ରୀ ଶ୍ରୀ ପ୍ରୁଥିରାଜ ହରିଚନ୍ଦନ ଓ ଅନ୍ୟ ବରିଷ୍ଠ ନେତୃବୃନ୍ଦ ମଧ୍ଯ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିଲେ ।