ଓଡ଼ିଶା ମୁଖ୍ୟ ଶାସନ ସଚିବ ଭାବେ ଦାୟିତ୍ୱ ଗ୍ରହଣ କଲେ ମନୋଜ ଆହୁଜା

Jun 30, 2024 - 22:40
 77
ଓଡ଼ିଶା ମୁଖ୍ୟ ଶାସନ ସଚିବ ଭାବେ ଦାୟିତ୍ୱ ଗ୍ରହଣ କଲେ ମନୋଜ ଆହୁଜା

ଭୁବନେଶ୍ୱର: ମନୋଜ ଆହୁଜା ଆଜି ଓଡ଼ିଶା ମୁଖ୍ୟ ଶାସନ ସଚିବ ଭାବେ ଦାୟିତ୍ୱ ଗ୍ରହଣ କରିଛନ୍ତି l ଅପରାହ୍ଣରେ ଭୁବନେଶ୍ୱର ଲୋକସେବା ଭାବନରେ ଆହୁଜା ଅବସରଗ୍ରହଣ କରିଥିବା ମୁଖ୍ୟ ଶାସନ ସଚିବ ପ୍ରଦୀପ କୁମାର ଜେନାଙ୍କ ଠାରୁ ସେ ଏହି ଦାୟିତ୍ୱ ଗ୍ରହଣ କରିଛନ୍ତି l