ବିଜେପି ରାଜ୍ୟ କାର୍ଯ୍ୟାଳୟରେ ଦୁଇ ମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି

Jul 15, 2024 - 14:30
 59

ଭୁବନେଶ୍ୱର: ଭୁବନେଶ୍ୱରରେ ଥିବା ବିଜେପି ରାଜ୍ୟ କାର୍ଯ୍ୟାଳୟରେ ଅନୁଷ୍ଠିତ ହୋଇଛି ସ୍ବାସ୍ଥ୍ୟ ମନ୍ତ୍ରୀ ଓ ପରିବହନ ମନ୍ତ୍ରୀ। ନ୍ୟାୟ ଦେବାକୁ ସବୁ ପ୍ରକାର ଚେଷ୍ଟା କରାଯିବ ବୋଲି କହିଲେ ରାଜ୍ୟ ବିଜେପି ସଭାପତି ମନମୋହନ ସାମଲ। ପ୍ରତି ସୋମବାର ଦଳୀୟ କାର୍ଯ୍ୟାଳୟରେ ଅଭିଯୋଗ ଶୁଣିବେ ଦୁଇ ମନ୍ତ୍ରୀ। ଦଳୀୟ କର୍ମୀ, ଶୁଭେଛୁ ଓ ଜନସାଧାରଣ କରିପାରିବେ ଅଭିଯୋଗ।