ବିଜୁ ପଟ୍ଟନାୟକ କ୍ରୀଡ଼ା ପୁରସ୍କାର ନାମ ପରିବର୍ତ୍ତନ ନେଇ କୌଣସି ବିଧିବଦ୍ଧ ନିଷ୍ପତ୍ତି ହୋଇନାହିଁ : ମୁଖ୍ୟମନ୍ତ୍ରୀ

Jul 21, 2024 - 20:38
 11

ଭୁବନେଶ୍ୱର: ବିଜୁ ପଟ୍ଟନାୟକ କ୍ରୀଡ଼ା ପୁରସ୍କାର ନାମ ପରିବର୍ତ୍ତନ ବିଷୟରେ ଗଣମାଧ୍ୟମରୁ ସୂଚନା ପାଇଲି । ନାମ ପରିବର୍ତ୍ତନ ନେଇ କୌଣସି ବିଧିବଦ୍ଧ ନିଷ୍ପତ୍ତି ହୋଇନାହିଁ । ମୋ ସରକାର ଓଡ଼ିଶାର ବରପୁତ୍ର ମାନଙ୍କୁ ଯଥୋଚିତ ସମ୍ମାନ ଦିଏ । ବିଜୁ ବାବୁ ନିଜର ଦୀର୍ଘ ଦଶନ୍ଧିର ରାଜନୈତକ ଓ ସାମାଜିକ ଜୀବନରେ କରିଥିବା ଅବଦାନ ସ୍ମରଣୀୟ ହୋଇ ରହିବ । ବିଜୁ ପଟ୍ଟନାୟକ କ୍ରୀଡ଼ା ପୁରସ୍କାର ପୂର୍ବପରି ଚାଲୁ ରହିବ । ଭୁବନେଶ୍ୱର: ବିଜୁ ପଟ୍ଟନାୟକ କ୍ରୀଡ଼ା ପୁରସ୍କାର ନାମ ପରିବର୍ତ୍ତନ ବିଷୟରେ ଗଣମାଧ୍ୟମରୁ ସୂଚନା ପାଇଲି । ନାମ ପରିବର୍ତ୍ତନ ନେଇ କୌଣସି ବିଧିବଦ୍ଧ ନିଷ୍ପତ୍ତି ହୋଇନାହିଁ । ମୋ ସରକାର ଓଡ଼ିଶାର ବରପୁତ୍ର ମାନଙ୍କୁ ଯଥୋଚିତ ସମ୍ମାନ ଦିଏ । ବିଜୁ ବାବୁ ନିଜର ଦୀର୍ଘ ଦଶନ୍ଧିର ରାଜନୈତକ ଓ ସାମାଜିକ ଜୀବନରେ କରିଥିବା ଅବଦାନ ସ୍ମରଣୀୟ ହୋଇ ରହିବ । ବିଜୁ ପଟ୍ଟନାୟକ କ୍ରୀଡ଼ା ପୁରସ୍କାର ପୂର୍ବପରି ଚାଲୁ ରହିବ ।