ତିନି ଦିନିଆ ଦିଲ୍ଲୀ ଗସ୍ତରେ ଯିବେ ଓଡ଼ିଶା ମୁଖ୍ୟମନ୍ତ୍ରୀ

Aug 12, 2024 - 23:22
 5
ତିନି ଦିନିଆ ଦିଲ୍ଲୀ ଗସ୍ତରେ ଯିବେ ଓଡ଼ିଶା ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଆଜି ତିନି ଦିନିଆ ଦିଲ୍ଲୀ ଗସ୍ତରେ ଯିବେ ଓଡ଼ିଶା ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ଦିଲ୍ଲୀ ଗସ୍ତ ବେଳେ ସଡ଼କ ପରିବହନ ମନ୍ତ୍ରୀଙ୍କୁ ଭେଟି ଓଡ଼ିଶାରେ ଜାତୀୟ ରାଜପଥ ସମସ୍ୟା ନେଇ ଆଲୋଚନା କରିବେ ମୂଖ୍ୟମନ୍ତ୍ରୀ। ମୁଖ୍ୟମନ୍ତ୍ରୀଙ୍କ ସହ ଦିଲ୍ଲୀ ଯିବେ ଆଇନ୍ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ।