ଆଜିଠୁ ଓଡ଼ିଶା ବିଧାନସଭାର ଦ୍ୱିତୀୟ ପର୍ଯ୍ୟାୟ ଅଧିବେଶନ

Aug 20, 2024 - 18:18
 9

ଭୁବନେଶ୍ୱର: ଆଜିଠୁ ଆରମ୍ଭ ହେଉଛି ଓଡ଼ିଶା ବିଧାନସଭାର ଦ୍ୱିତୀୟ ପର୍ଯ୍ୟାୟ ଅଧିବେଶନ । ସେପ୍ଟେମ୍ବର ୧୩ ଯାଏଁ ଚାଲିବ ଦ୍ୱିତୀୟ ପର୍ଯ୍ୟାୟ ଅଧିବେଶନ । ସେପ୍ଟେମ୍ବର ୧୦ରେ ଆସିବ ବ୍ୟୟମଞ୍ଜୁରୀ ବିଲ୍। ଦିତୀୟ ପର୍ଯ୍ୟାୟରେ ଉଭୟ ବିରୋଧୀ ଓ ଶାସକ ପରସ୍ପରକୁ ଘେରିବା ପାଇଁ ପ୍ରସ୍ତୁତି କରିଛନ୍ତି। ଗୃହରେ ବହୁ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗ ଉଠିବାର ସମ୍ଭାବନା ରହିଛି।