ସେପ୍ଟେମ୍ବର ୧୭ରେ ଓଡ଼ିଶା ଆସିବେ ପ୍ରଧାନମନ୍ତ୍ରୀ ମୋଦି

Aug 25, 2024 - 20:55
 8

ଭୁବନେଶ୍ୱର: ସେପ୍ଟେମ୍ବର ୧୭ ତାରିଖରେ ଓଡ଼ିଶା ଆସିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ସୁଭଦ୍ରା ଯୋଜନାର ଶୁଭାରମ୍ଭ କରିବାକୁ ଓଡ଼ିଶା ଆସିବେ ପ୍ରଧାନମନ୍ତ୍ରୀ। ପୁରୀରେ ଏହି ସୂଚନା ଦେଲେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ।