ବନ୍ଦ ହେଲା ‘ନୂଆ ଓ’ କାର୍ଯ୍ୟକ୍ରମ
ଭୁବନେଶ୍ୱର: ନବୀନ ସରକାରଙ୍କ ‘ନୂଆ ଓ’ କାର୍ଯ୍ୟକ୍ରମ ବନ୍ଦ କଲେ ମୋହନ ସରକାର। ଆରମ୍ଭ ହେବ ଫାଇନାନ୍ସିଆଲ ଆସିଷ୍ଟାନ୍ସ ଟୁ ୟୁଜି ଆଣ୍ଡ ପିଜି ଷ୍ଟୁଡେଣ୍ଟସ। ସରକାର ଚଳିତ ବର୍ଷଠାରୁ ଏହି ନୂଆ ଯୋଜନା ପ୍ରଣୟନ କରିବେ। ଯୋଜନାର ନିର୍ଦ୍ଦେଶାବଳୀ ପ୍ରସ୍ତୁତି କାର୍ଯ୍ୟ ଚାଲିଥିବା ଜଣାପଡ଼ିଛି।