ଜନ୍ମଦିନରେ ଓଡ଼ିଶା ଆସିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି
ଭୁବନେଶ୍ୱର: ଜନ୍ମଦିନରେ ଓଡ଼ିଶା ଆସିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ସେପ୍ଟେମ୍ବର ୧୭ ତାରିଖ ଦିନ ୧୧:୪୦ ରେ ଭୁବନେଶ୍ୱର ବିମାନ ବନ୍ଦରରେ ପହଞ୍ଚି ଜନତା ମଇଦାନ ଯିବେ ପ୍ରଧାନମନ୍ତ୍ରୀ। ସୁଭଦ୍ରା ଯୋଜନାର ଶୁଭାରମ୍ଭ ଓ ବିଭିନ୍ନ ପ୍ରକଳ୍ପର ଶିଳାନ୍ୟାସ କରିବେ ମୋଦି। ରାଜ୍ୟରେ ୧୨ଟାରୁ ୧ଟା ପର୍ଯ୍ୟନ୍ତ ରହିବେ ପ୍ରଧାନମନ୍ତ୍ରୀ ମୋଦି।