ଅସାଧୁ ବ୍ୟବସାୟୀ କଳାବଜାରୀ କଲେ କଡ଼ା କାର୍ଯ୍ୟାନୁଷ୍ଠାନ ହେବ: ମନ୍ତ୍ରୀ

Oct 20, 2024 - 22:43
 3

କଟକ: ଅସାଧୁ ବ୍ୟବସାୟୀ କଳାବଜାରୀ କଲେ କଡ଼ା କାର୍ଯ୍ୟାନୁଷ୍ଠାନ ହେବ ବୋଲି କହିଲେ ଖାଦ୍ୟ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର। ସମ୍ଭାବ୍ୟ ବାତ୍ୟାକୁ ଦେଖି କଳାବଜାରୀଙ୍କୁ ତାଗିଦ କଲେ ମନ୍ତ୍ରୀ । -ଖାଦ୍ୟ ସାମଗ୍ରୀ ମହଜୁଦ ସ୍ଥାନ ଉପରେ ନଜର ପାଇଁ ବିଭାଗକୁ ନିର୍ଦ୍ଦେଶ ଦେଲେ ପାତ୍ର। ଆସନ୍ନ ବାତ୍ୟା ପାଇଁ ଯେପରି କଳାବଜାରୀ ନ ହୁଏ ଜଗିବାକୁ କହିଲେ।