ରାଷ୍ଟ୍ରପତିଙ୍କ ଓଡ଼ିଶା ଗସ୍ତ ସ୍ଥଗିତ

Oct 21, 2024 - 21:37
 16
ରାଷ୍ଟ୍ରପତିଙ୍କ ଓଡ଼ିଶା ଗସ୍ତ ସ୍ଥଗିତ

ଭୁବନେଶ୍ୱର: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଓଡ଼ିଶା ଗସ୍ତ ସ୍ଥଗିତ ରହିଛି। ଅକ୍ଟୋବର ୨୩ରୁ ୨୪ ତାରିଖ ପର୍ଯ୍ୟନ୍ତ ଥିବା ଓଡ଼ିଶା ଗସ୍ତ ସ୍ଥଗିତ ରଖାଯାଇଛି। ବାଙ୍ଗିରିପୋଷି, ରାଇରଙ୍ଗପୁର, ପୁରୀ ଓ ଭୁବନେଶ୍ୱରରେ ରାଷ୍ଟ୍ରପତିଙ୍କ କାର୍ଯ୍ୟକ୍ରମ ଥିଲା।