ବାର୍‌ ଡ୍ୟାନ୍ସ ବ୍ୟାନ୍‌ ଆଇନ ଉଲ୍ଲଂଘନ କଲେ କଡ଼ା କାର୍ଯ୍ୟାନୁଷ୍ଠାନ: ମନ୍ତ୍ରୀ

Nov 1, 2024 - 19:57
 6

ଭୁବନେଶ୍ୱର: ବାର୍‌ ଡ୍ୟାନ୍ସ ବ୍ୟାନ୍‌ ଆଇନ ଉଲ୍ଲଂଘନ କଲେ କଡ଼ା କାର୍ଯ୍ୟାନୁଷ୍ଠାନ ଚେତାବନୀ ଦେଲେ ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ। ମନ୍ତ୍ରୀ କହିଲେ ଯେ ବାର୍‌ରେ ସଂଗୀତ ଛଡ଼ା ଡ୍ୟାନ୍ସ ସମ୍ପୂର୍ଣ୍ଣ ବ୍ୟାନ କରିଛି ଅବକାରୀ ବିଭାଗ। ବିଭାଗ ଆଣିଥିବା ଗାଇଡ୍‌ଲାଇନ୍ ଉଲ୍ଲଂଘନ କଲେ କାର୍ଯ୍ୟାନୁଷ୍ଠାନ ହେବ। ଗାଇଡ୍‌ଲାଇନ୍ ଉଲ୍ଲଂଘନ କଲେ ସରକାର ଲାଇସେନ୍ସ ରଦ୍ଦ କରିବେ। ମ୍ୟୁଜିକ୍ ଡେସିବେଲ ଧାର୍ଯ୍ୟ ମାନଦଣ୍ଡ ଉଲ୍ଲଂଘନ କଲେ କାର୍ଯ୍ୟାନୁଷ୍ଠାନ ହେବ। -ଓଡ଼ିଆ ଅସ୍ମିତା ଓ ସଂସ୍କୃତି ବିରୋଧୀ କାର୍ଯ୍ୟ କରିବାକୁ ଦିଆଯିବନାହିଁ।