ସୁପ୍ରିମକୋର୍ଟର ୫୧ତମ ପ୍ରଧାନ ବିଚାରପତି ଭାବେ ଶପଥ ନେଲେ ସଞ୍ଜୀବ ଖାନ୍ନା

Nov 11, 2024 - 20:13
 7
ସୁପ୍ରିମକୋର୍ଟର ୫୧ତମ ପ୍ରଧାନ ବିଚାରପତି ଭାବେ ଶପଥ ନେଲେ ସଞ୍ଜୀବ ଖାନ୍ନା

ନୂଆଦିଲ୍ଲୀ: ସୁପ୍ରିମକୋର୍ଟର ୫୧ତମ ପ୍ରଧାନ ବିଚାରପତି ଭାବେ ଶପଥ ନେଲେ ସଞ୍ଜୀବ ଖାନ୍ନା। ଶପଥ ପାଠ କରାଇଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ପଦ ଓ ଗୋପନୀୟତାର ଶପଥପାଠ କରାଇଲେ ରାଷ୍ଟ୍ରପତି। ଶପଥ ଗ୍ରହଣ ସମାରୋହରେ ସାମିଲ ଥିଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି।