ଶପଥ ନେଲେ ଓଡ଼ିଶାର ନୂଆ ରାଜ୍ୟପାଳ ଡକ୍ଟର ହରିବାବୁ

Jan 3, 2025 - 19:49
 2
ଶପଥ ନେଲେ ଓଡ଼ିଶାର ନୂଆ ରାଜ୍ୟପାଳ ଡକ୍ଟର ହରିବାବୁ

ଭୁବନେଶ୍ୱର: ଭୁବନେଶ୍ୱର ରାଜଭବନରେ ଓଡ଼ିଶାର ୨୭ତମ ରାଜ୍ୟପାଳ ଭାବେ ଶପଥ ନେଲେ ଡକ୍ଟର ହରିବାବୁ କମ୍ଭମପତି । ଶପଥ ଗ୍ରହଣ ଉତ୍ସବରେ ମୁଖ୍ୟମନ୍ତ୍ରୀ, ଉପମୁଖ୍ୟମନ୍ତ୍ରୀ ଓ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ଉପସ୍ଥିତ ଥିଲେ। ଏହା ପୁର୍ବରୁ ମିଜୋରାମ ରାଜ୍ୟପାଳ ଥିଲେ ଡକ୍ଟର ହରିବାବୁ।