ଭୁବନେଶ୍ବରରେ ପୁଷ୍ପ ପ୍ରଦର୍ଶନୀ ଉଦଘାଟିତ
ଭୁବନେଶ୍ବର: ଭୁବନେଶ୍ୱର ଏକାମ୍ର କାନନରେ ରାଜ୍ୟସ୍ତରୀୟ ପୁଷ୍ପ ପ୍ରଦର୍ଶନୀ ଉଦଘାଟିତ ହୋଇଛି। ପୁଷ୍ପ ପ୍ରଦର୍ଶନୀ ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ବିଭିନ୍ନ ପ୍ରକାର ଫୁଲରେ ସଜେଇ ହୋଇଛି ଏକାମ୍ର କାନନ। ୧୧ ତାରିଖ ଯାଏଁ ଚାଲିବ ପୁଷ୍ପ ପ୍ରଦର୍ଶନୀ।