ଭୁବନେଶ୍ବରରେ ପହଞ୍ଚିଲେ ପ୍ରଧାନମନ୍ତ୍ରୀ

Jan 8, 2025 - 22:59
 3
ଭୁବନେଶ୍ବରରେ ପହଞ୍ଚିଲେ ପ୍ରଧାନମନ୍ତ୍ରୀ

ଭୁବନେଶ୍ୱର: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଦୁଇ ଦିନିଆ ଓଡିଶା ଗସ୍ତରେ ଭୁବନେଶ୍ୱର ପହଞ୍ଚିଛନ୍ତି। ରାଜ୍ୟପାଳ ଡ ହରି ବାବୁ କାମ୍ବମ୍ପତୀ, ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ପ୍ରଧାନମନ୍ତ୍ରୀଙ୍କୁ ସ୍ଵାଗତ କରିଛନ୍ତି। ପ୍ରଧାନମନ୍ତ୍ରୀ ଆସନ୍ତାକାଲି ଭୁବନେଶ୍ୱରରେ ପ୍ରଭାସୀ ଭାରତୀୟ ଦିବସ ଉଦ୍ଘାଟନ କରିବେ।