ଭୁବନେଶ୍ୱରରେ ପହଞ୍ଚିଲେ ସିଙ୍ଗାପୁର ରାଷ୍ଟ୍ରପତି

Jan 17, 2025 - 22:55
 41
ଭୁବନେଶ୍ୱରରେ ପହଞ୍ଚିଲେ ସିଙ୍ଗାପୁର ରାଷ୍ଟ୍ରପତି

ଭୁବନେଶ୍ୱର: ଭୁବନେଶ୍ୱରରେ ସିଙ୍ଗାପୁର ରାଷ୍ଟ୍ରପତି ଥର୍ମନ ଶନ୍ମୁଗରତ୍ନମ। ବିମାନବନ୍ଦରରେ ସ୍ବାଗତ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଓ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ୨ ଦିନିଆ ଓଡ଼ିଶା ଗସ୍ତରେ ଆସିଛନ୍ତି ଥର୍ମନ ଶନ୍ମୁଗରତ୍ନମ । ବିଶ୍ୱ ଦକ୍ଷତା ବିକାଶ କେନ୍ଦ୍ରରେ ରାଜ୍ୟ ସରକାରଙ୍କ ସହ MoU କରିବେ।