ଭୁବନେଶ୍ୱରରେ ଉତ୍କର୍ଷ ଓଡ଼ିଶା କନ୍‌କ୍ଲେଭ୍‌ ଉଦ୍‌ଘାଟିତ

Jan 28, 2025 - 22:54
 5
ଭୁବନେଶ୍ୱରରେ ଉତ୍କର୍ଷ ଓଡ଼ିଶା କନ୍‌କ୍ଲେଭ୍‌ ଉଦ୍‌ଘାଟିତ

ଭୁବନେଶ୍ୱର: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଦ୍ଵାରା ଭୁବନେଶ୍ୱର ଜନତା ମଇଦାନରେ ଉତ୍କର୍ଷ ଓଡ଼ିଶା କନ୍‌କ୍ଲେଭ୍‌-୨୦୨୫ ଉଦ୍‌ଘାଟିତ ହୋଇଛି। ଦେଶ ବିଦେଶର ନିବେଶକ, ପ୍ରତିନିଧି ଉପସ୍ଥିତ ଥିବା ସୂଚନା। କୁମାର ମଙ୍ଗଳମ ବିର୍ଲା, ନବୀନ ଜିନ୍ଦଲ, ଅନୀଲ ଅଗ୍ରୱାଲ, କରନ ଅଦାନୀ, ଦେବେଶ ଜୈନ, ଶୁଭ୍ରକାନ୍ତ ପଣ୍ଡା ପ୍ରମୁଖ ଉପସ୍ଥିତ ଥିଲେ।