ଓଡ଼ିଶା ହାଇକୋର୍ଟର ମୁଖ୍ୟ ବିଚାରପତି ଭାବେ ଶପଥ ନେଲେ ଜଷ୍ଟିସ ହରିଶ ଟଣ୍ଡନ
କଟକ: ଓଡ଼ିଶା ହାଇକୋର୍ଟର ମୁଖ୍ୟ ବିଚାରପତି ଭାବେ ଶପଥ ନେଲେ ଜଷ୍ଟିସ୍ ହରିଶ ଟଣ୍ଡନ । ପଦ ଓ ଗୋପନୀୟତାର ଶପଥ ପାଠ କରାଇଲେ ରାଜ୍ୟପାଳ ହରିବାବୁ କୁମ୍ଭମପତି। ଶପଥ ଉତ୍ସବରେ ସାମିଲ୍ ହେଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ।