ମନୋଜ କୁମାରଙ୍କ ପରଲୋକରେ ପ୍ରଧାନମନ୍ତ୍ରୀ ଓ ମୁଖ୍ୟମନ୍ତ୍ରୀଙ୍କ ଶୋକ

Apr 4, 2025 - 17:17
 5
ମନୋଜ କୁମାରଙ୍କ ପରଲୋକରେ ପ୍ରଧାନମନ୍ତ୍ରୀ ଓ ମୁଖ୍ୟମନ୍ତ୍ରୀଙ୍କ ଶୋକ

ଭୁବନେଶ୍ୱର: ମନୋଜ କୁମାରଙ୍କ ପରଲୋକରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଶୋକ ପ୍ରକାଶ କରିଛନ୍ତି। ୮୭ ବର୍ଷ ବୟସରେ ଚିକିତ୍ସାଧୀନ ଅବସ୍ଥାରେ ମନୋଜ କୁମାରଙ୍କର ମୁମ୍ବାଇରେ ପରଲୋକ ହୋଇଛି। ଦେଶାତ୍ମକ ଫିଲ୍ମ ପାଇଁ ପରିଚିତ ଥିଲେ ମନୋଜ କୁମାର।