ଲଘୁଚାପ କ୍ଷେତ୍ର ସୃଷ୍ଟି
ଭୁବନେଶ୍ୱର: ଗତକାଲି ଘୂର୍ଣ୍ଣିବଳୟ ପ୍ରଭାବରେ ସୃଷ୍ଟି ହେଲା ଲଘୁଚାପ କ୍ଷେତ୍ର। ଦକ୍ଷିଣ ପଶ୍ଚିମ ପାର୍ଶ୍ଵବର୍ତ୍ତି ଦକ୍ଷିଣ ପୂର୍ବ ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଲଘୁଚାପ କ୍ଷେତ୍ର ଅଧିକ ଘନୀଭୂତ ହୋଇ ଅବାପାତ ରୂପ ନେବା ସମ୍ଭବନା ରହିଛି। ୨୩ ତାରିଖରେ ପଶ୍ଚିମକେନ୍ଦ୍ରୀୟ ବଙ୍ଗୋପସାଗରରେ ଅବପାତ ସମ୍ଭାବନା ରହିଛି।