ବଙ୍ଗୋପସାଗରରେ ସଦୃଶ୍ୟ ଲଘୁଚାପ ସୃଷ୍ଟି

Nov 15, 2023 - 11:34
 5

ଭୁବନେଶ୍ୱର: ସଦୃଶ୍ୟ ଲଘୁଚାପରେ ପରିଣତ ହେଲା ବଙ୍ଗୋସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ। ଆସନ୍ତାକାଲି ସନ୍ଧ୍ୟା ସୁଦ୍ଧା ଗଭୀର ଅବପାତର ରୂପ ନେବ। ସମୁଦ୍ରରୁ ଫେରି ଆସିବାକୁ ମତ୍ସଜୀବୀ ମାନଙ୍କୁ ନିର୍ଦ୍ଦେଶ ଦେଇଛି ପାଣିପାଗ ବିଭାଗ। ଆସନ୍ତାକାଲି ଉପକୂଳ ଓଡ଼ିଶାର ପୁରୀ, କେନ୍ଦ୍ରାପଡ଼ା ଓ ଜଗତସିଂହପୁରରେ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି।