ମେ ୨୨ ରେ ଲଘୁଚାପ କ୍ଷେତ୍ର ସୃଷ୍ଟି ସମ୍ଭାବନା

May 18, 2024 - 22:26
 13

ଭୁବନେଶ୍ୱର: ମେ ୨୨ ତାରିଖରେ ଲଘୁଚାପ ବଙ୍ଗୋପସାରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବା ସମ୍ଭାବନା ରହିଛି । ଦକ୍ଷିଣପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇପାରେ ଲଘୁଚାପ କ୍ଷେତ୍ର। ଏହା ଉତ୍ତରପୂର୍ବ ଦିଗରେ ଗତି କରିପାରେ। କେନ୍ଦ୍ରୀୟ ବଙ୍ଗୋପସାଗରରେ ଅଧିକ ଘନୀଭୂତ ହେବା ସମ୍ଭାବନା ରହିଛି। ତେବେ ଆସନ୍ତା ୨୨ ପର୍ଯ୍ୟନ୍ତ ଓଡ଼ିଶାରେ ଗରମ ଓ ଗୁଳୁଗୁଳି ଅନୁଭୁତ ହେବ।