ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ

May 22, 2024 - 15:15
 15

ଭୁବନେଶ୍ୱର: ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ। ଲଘୁଚାପର ରୂପ ନେଲା ସୃଷ୍ଟ ଘୂର୍ଣ୍ଣିବଳୟ। ମେ ୨୪ ତାରିଖ ସୁଦ୍ଧା ଅବପାତର ରୂପ ନେବା ସମ୍ଭାବନା ରହିଛି। ଏହା ପ୍ରଭାବରେ ଓଡ଼ିଶାରେ ମେ ୨୫ ରେ ବର୍ଷା ସମ୍ଭାବନା ଥିବା ପାଣିପାଗ ବିଭାଗ ପୂର୍ବାନୁମାନ କରିଛି।