ପଶ୍ଚିମବଙ୍ଗ ଏବଂ ବାଂଲାଦେଶ ମଝିରେ ଲ୍ୟାଣ୍ଡଫଲ୍ କରିପାରେ ବାତ୍ୟା

May 24, 2024 - 18:14
 11
ପଶ୍ଚିମବଙ୍ଗ ଏବଂ ବାଂଲାଦେଶ ମଝିରେ ଲ୍ୟାଣ୍ଡଫଲ୍ କରିପାରେ ବାତ୍ୟା

ଭୁବନେଶ୍ଵର: ବଙ୍ଗୋପସାଗରରେ ଅବପାତର ରୂପ ନେଲା ଲଘୁଚାପ। ଆସନ୍ତାକାଲି ବାତ୍ୟାର ରୂପ ନେବା ସମ୍ଭାବନା ରହିଛି। ମେ ୨୬ରେ ଭୀଷଣ ବାତ୍ୟାର ରୂପ ନେଇପାରେ ଓ ରାତିରେ ପଶ୍ଚିମବଙ୍ଗ ଓ ବାଂଲାଦେଶ ମଝିରେ ଲ୍ୟାଣ୍ଡଫଲ୍ କରିବା ସମ୍ଭାବନା ରହିଛି। ସାଗର ଦ୍ବୀପ ଓ ଖେପୁପାରା ମଧ୍ୟରେ ଲ୍ୟାଣ୍ଡଫଲ୍ କରିପାରେ। ଭୀଷଣ ବାତ୍ୟାରେ ପରିଣତ ହୋଇ ଲ୍ୟାଣ୍ଡଫଲ୍ କରିବ। ଓଡ଼ିଶା ଉପରେ ନାହିଁ ବାତ୍ୟାର ସିଧାସଳଖ ପ୍ରଭାବ।