୩ ରୁ ୪ ଦିନ ମଧ୍ୟରେ ଓଡ଼ିଶା ଛୁଇଁବ ମୌସୁମୀ
ଭୁବନେଶ୍ଵର: ଆଗାମୀ ୩/୪ ଦିନରେ ଓଡ଼ିଶା ଛୁଇଁବ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ। ପ୍ରଥମେ ଦକ୍ଷିଣ ଓଡ଼ିଶାରେ ପ୍ରବେଶ ପରେ ଅନ୍ୟ ଅଞ୍ଚଳକୁ ସ୍ପର୍ଶ କରିବ। ଓଡ଼ିଶାରେ ମୌସୁମୀ ସ୍ପର୍ଶ ପାଇଁ ପାଗ ଅନୁକୂଳ ରହିଛି। ଏହି ସୁଚନା ଦେଲେ ଆଞ୍ଚଳିକ ପାଣିପାଗ କେନ୍ଦ୍ର ନିର୍ଦ୍ଦେଶିକା।