ଓଡ଼ିଶା ଛୁଇଁଲା ମୌସୁମୀ
ଭୁବନେଶ୍ୱର: ଓଡ଼ିଶା ଛୁଇଁଲା ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ । ମାଲକାନଗିରି ଜିଲ୍ଲାର ଅଧିକାଂଶ ଅଞ୍ଚଳରେ ମୌସୁମୀ ସକ୍ରୀୟ ହୋଇଛି। ସ୍ବାଭାବିକ ସମୟର ୪ ଦିନ ପୂର୍ବରୁ ଓଡ଼ିଶା ଛୁଇଁଥିବା ସୂଚନା। କିଛି ଦିନ ମଧ୍ୟରେ ଅନ୍ୟ ରାଜ୍ୟର ଅନ୍ୟ ଭାଗରେ ପ୍ରବେଶ କରିବ ମୌସୁମୀ।