ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର

Aug 17, 2024 - 19:28
 7

ଭୁବନେଶ୍ୱର: ଆସନ୍ତା ୪୮ ଘଣ୍ଟା ମଧ୍ୟରେ ସୁଦୃଶ୍ୟ ଲଘୁଚାପରେ ପରିଣତ ହେବ।ଉତ୍ତର ଓଡ଼ିଶାର କେତେକ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ରାଜ୍ୟରେ ଅଗଷ୍ଟ ୨୧ ତାରିଖ ପର୍ଯ୍ୟନ୍ତ ବର୍ଷା ସମ୍ଭାବନା ରହିଛି। ଉତ୍ତର ଓଡ଼ିଶାର କେତେକ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି।