ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ

ଭୁବନେଶ୍ୱର: ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ। କ୍ରମଶଃ ଉତ୍ତର ପଶ୍ଚିମ ଦିଗରେ ଗତି କରି ଅଧିକ ଘନୀଭୂତ ହେବ ଲଘୁଚାପ। ଆସନ୍ତାକାଲି ସୁଦ୍ଧା ସଦୃଶ ଲଘୁଚାପରେ ପରିଣତ ହେବା ସମ୍ଭାବନା ରହିଛି। ଆସନ୍ତା ୨ ଦିନରେ ଦକ୍ଷିଣ ଓଡ଼ିଶା ଓ ଉତ୍ତର ଆନ୍ଧ୍ର ପ୍ରଦେଶରେ ଅବପାତ ରୂପ ନେଇପାରେ ଲଘୁଚାପ।