ସେପ୍ଟେମ୍ବର ୫ରେ ଲଘୁଚାପ

Sep 2, 2024 - 21:16
 4

ଭୁବନେଶ୍ୱର: ସେପ୍ଟେମ୍ବର ୫ ତାରିଖରେ ବଙ୍ଗୋପସାଗରରେ ସୃଷ୍ଟି ହୋଇପାରେ ଲଘୁଚାପ। ପ୍ରଭାବରେ ଦକ୍ଷିଣ ଓ ଉପକୂଳ ଓଡ଼ିଶାରେ ହେବ ପ୍ରବଳ ବର୍ଷା। ଆସନ୍ତା ୮ ଯାଏଁ ରାଜ୍ୟରେ ବର୍ଷା ନେଇ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି।