ଗଭୀର ଅବପାତରେ ପରିଣତ ହେଲା ଲଘୁଚାପ
ଭୁବନେଶ୍ୱର: ଗଭୀର ଅବପାତରେ ପରିଣତ ହେଲା ଲଘୁଚାପ। ଏହା ବାଂଲାଦେଶ ସଂଲଗ୍ନ ପଶ୍ଚିମବଙ୍ଗ ଉପକୂଳରେ ସକ୍ରିୟ ରହିଛି। ଆଗାମୀ ୨୪ ଘଣ୍ଟାରେ ପଶ୍ଚିମବଙ୍ଗ ଓ ଝାଡ଼ଖଣ୍ଡ ଦେଇ ଗତି କରିବା ସମ୍ଭାବନା ରହିଛି। ପ୍ରଭାବରେ ଉତ୍ତର ଓଡ଼ିଶାରେ ହୋଇପାରେ ପ୍ରବଳ ବର୍ଷା। ସନ୍ଧ୍ୟା ଯାଏଁ ଗଭୀର ଅବପାତ ହୋଇ ଗତି କରିବ। କ୍ରମଶଃ ଦୁର୍ବଳ ହୋଇ ଅବପାତରେ ପରିଣତ ହେବ।