ବାତ୍ୟା ନେଇ ସତର୍କ ସୂଚନା ଜାରି କଲା ଭାରତୀୟ ପାଣିପାଗ ବିଭାଗ
ଭୁବନେଶ୍ୱର: ବାତ୍ୟା ନେଇ ସତର୍କ ସୂଚନା ଜାରି କଲା ଭାରତୀୟ ପାଣିପାଗ ବିଭାଗ । ଆସନ୍ତା ୨୪ ଘଣ୍ଟାରେ ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ହେବାର ଆଶଙ୍କା କରାଯାଉଛି। ଅକ୍ଟୋବର ୨୩ ତାଇଖ ସୁଦ୍ଧା ବାତ୍ୟା ସମ୍ଭାବନା ଥିବା ପାଣିପାଗ ବିଭାଗ ପକ୍ଷରୁ ସୁଚନା ଦିଆଯାଇଛି। ଆସନ୍ତା ୨୪ ରେ ଓଡ଼ିଶା - ପଶ୍ଚିମବଙ୍ଗ ଉପକୂଳ ଛୁଇଁବା ସମ୍ଭାବନା ରହିଛି।