ନଭେମ୍ବର ୨୭ରୁ ୨୯ ଯାଏଁ ଓଡ଼ିଶାରେ ବର୍ଷା ସମ୍ଭାବନା

Nov 25, 2024 - 20:03
 4

ଭୁବନେଶ୍ୱର: ନଭେମ୍ବର ୨୭ରୁ ୨୯ ଯାଏଁ ଓଡ଼ିଶାରେ ବର୍ଷା ସମ୍ଭାବନା ରହିଛି। ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ପ୍ରଭାବରେ ତିନି ଦିନ ରାଜ୍ୟର ବିଭିନ୍ନ ସ୍ଥାନ ବର୍ଷା ସଂଭାବନା ରହିଛି। ଉପକୂଳ ଓଡ଼ିଶାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବା ନେଇ ଆକଳନ କରିଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର।