କାଲି ବଙ୍ଗୋପସାଗରରେ ଲଘୁଚାପ ସମ୍ଭାବନା

Dec 14, 2024 - 21:38
 11

ଭୁବନେଶ୍ୱର: ଦକ୍ଷିଣ ବଙ୍ଗୋପସାଗରରେ ଲଘୁଚାପ ସମ୍ଭାବନା ରହିଛି। ବଳ ଗୋଟାଇ ପଶ୍ଚିମ-ଉତ୍ତର ପଶ୍ଚିମକୁ ଗତି କରିବ ଲଘୁଚାପ। ୨ ଦିନ ମଧ୍ୟରେ ତାମିଲନାଡୁ ଉପକୂଳ ଆଡକୁ ମୁହାଁଇବ।