ଆହୁରି ୫ ଦିନ ଅସହ୍ୟ ତାତି

ଭୁବନେଶ୍ୱର: ଓଡ଼ିଶାରେ ଆହୁରି ୫ ଦିନ ପର୍ଯ୍ୟନ୍ତ ଅନୁଭୂତ ହେବ ଅସହ୍ୟ ତାତି। ୪୫ ଡିଗ୍ରୀ ତାତିରେ ଜଳୁଛି ପଶ୍ଚିମ ଓଡ଼ିଶା। ପାଣିପାଗ ବିଭାଗ କରିଥିବା ପୂର୍ବାନୁମାନ ଅନୁଯାୟୀ, ୪୦ ଡିଗ୍ରୀ ଉପରେ ରହିବ ଅଧାରୁ ଅଧିକ ଜିଲ୍ଲାର ତାପମାତ୍ରା । ତେବେ ରାଜ୍ୟରେ କାଳବୈଶାଖୀ ପ୍ରଭାବ କମ ରହିବ।