ଅକ୍ଟୋବର ୩ରେ ଓଡ଼ିଶା ବନ୍ଦ ଡାକରା

Sep 24, 2023 - 18:09
 37
ଅକ୍ଟୋବର ୩ରେ ଓଡ଼ିଶା ବନ୍ଦ ଡାକରା

ପୁରୀ: ଅକ୍ଟୋବର ୩ ତାରିଖରେ ଓଡ଼ିଶା ବନ୍ଦ ଡାକରା ଦେଲା ଜଗନ୍ନାଥ ସେନା। ପୁରୀ ଶ୍ରୀମନ୍ଦିରର ଚାରିଦ୍ୱାର ଖୋଲିବା ଦାବିରେ ଏହି ବନ୍ଦ ଡାକରା ଦିଆଯାଇଛି। ବନ୍ଦ ଡାକରାକୁ ପୁରୀ ବିଧାୟକ ଜୟନ୍ତ ଷଡଙ୍ଗୀ ସମର୍ଥନ କରିଛନ୍ତି। ତେବେ ଶାନ୍ତିପୂର୍ଣ୍ଣ ଆଲୋଚନା ସପକ୍ଷରେ ଅଛନ୍ତି ପୂର୍ବତନ ମନ୍ତ୍ରୀ ମହେଶ୍ୱର ମହାନ୍ତି।