ଆଗାମୀ ୩ ଘଣ୍ଟାରେ ଓଡ଼ିଶାର ୧୪ ଜିଲ୍ଲାରେ ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା
ଭୁବନେଶ୍ୱର : ଆଜି ଆଗାମୀ ୩ ଘଣ୍ଟା ପାଇଁ ଭୁବନେଶ୍ୱର ଓ କଟକ ସମେତ ୧୪ ଜିଲ୍ଲାରେ ଘଡ଼ଘଡ଼ି ସହ ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ। ଉକ୍ତ ଜିଲ୍ଲା ଗୁଡ଼ିକ ହେଲା ଭଦ୍ରକ, ବାଲେଶ୍ୱର, ନୟାଗଡ଼, ଢେଙ୍କାନାଳ, ଅନୁଗୁଳ, ଯାଜପୁର, କେନ୍ଦୁଝର, ଖୋର୍ଦ୍ଧା, କଟକ, ପୁରୀ, ଗଞ୍ଜାମ,କୋରାପୁଟ, ରାୟଗଡ଼ା, କନ୍ଧମାଳ|